ସୁବାଷଙ୍କୁ ବିଜେଡି ଦେଲା ଗୁରୁ ଦାୟିତ୍ବ

ଭୁବନେଶ୍ୱର ତା.୨୮.୩.୨୦୧୯: ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶ୍ରୀ ସୁବାସ ଚୌହ୍ୱାନଙ୍କୁ ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସଂପାଦକ ସହିତ କଳାହାଣ୍ଡି, ବଲାଙ୍ଗୀର, ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *