ଶିଶୁର ଖାଦ୍ୟନଳୀରୁ ସେଫ୍ଟିପିନ୍ ବାହାର କଲେ ସମ୍ ସର୍ଜନ

ଭୁବନେଶ୍ୱର, ୧୦/୧୨: ଏକ ବର୍ଷ ଶିଶୁର ଖାଦ୍ୟନଳୀରୁ ଗୋଟିଏ ଖୋଲା ସେଫ୍ଟିପିନ୍ ବାହାର କରି ପିଲାଟିର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର

Read more